ଆଞ୍ଚଳିକ ବାଣପୁରରେ ଖୋଲିଲା ଯୋଗ ଶିକ୍ଷା କେନ୍ଦ୍ର: କ୍ୟାରିଅର ଗଢିବା ପାଇଁ ପାଠ୍ୟକ୍ରମ ବ୍ୟବସ୍ଥା ବାଣପୁର: ବର୍ତ୍ତମାନ ଲୋକମାନଙ୍କର ବ୍ୟସ୍ତବହୁଳ ଜୀବନଶୈଳୀ ଏବଂ ଆସ୍ଵାସ୍ଥ୍ୟକର ଖାଦ୍ୟ ପାନୀୟ ଯୋଗୁଁ ସ୍ୱାସ୍ଥ୍ୟ ସମସ୍ୟା ବୃଦ୍ଧି ପାଉଛି। ଯୁବାବସ୍ଥାରେ ମଧ୍ୟ ଏହି ସମସ୍ୟା ଦେଖାଯାଉଛି। କମ…