ଆଜିର ଖବର ଜନ୍ମ–ମୃତ୍ୟୁ ପଞ୍ଜୀକରଣର ନିୟମ ବଦଳିଲା : ସଂଶୋଧନ ବିଲ୍କୁ ରାଜ୍ୟସଭାର ମଞ୍ଜୁରୀ ନୂଆଦିଲ୍ଲୀ: ଦେଶରେ ଜନ୍ମ ଓ ମୃତ୍ୟୁ ପଞ୍ଜୀକରଣ ବ୍ୟବସ୍ଥାକୁ ଅଧିକ ସ୍ୱଚ୍ଛ, ସମୟବଦ୍ଧ ଏବଂ ଦୁରୁପଯୋଗମୁକ୍ତ କରିବା ଦିଗରେ କେନ୍ଦ୍ର ସରକାର ଆଉ ଏକ ପଦକ୍ଷେପ ନେଇଛନ୍ତି।…