ଆଜିର ଖବର ଡାକ୍ତରଙ୍କୁ ଆକ୍ରମଣ କଲେ କରୋନା ସଙ୍କ୍ରମିତଙ୍କ ସମ୍ପର୍କୀୟ ହାଇଦ୍ରାବାଦ: ଡାକ୍ତର ଏବଂ ସ୍ବାସ୍ଥ୍ୟକର୍ମୀଙ୍କ ଉପରେ ପୁନର୍ବାର ଆକ୍ରମଣ କରାଯାଇଛି। ଘଟଣାଟି ଘଟିଛି ହାଇଦ୍ରାବାଦରେ। ନିଜ ପୁଅ କରୋନା ସଙ୍କ୍ରମିତ ବୋଲି ଜାଣିବା ପରେ ହସ୍ପିଟାଲର ଜୁନିୟର…