ଅନ୍ତରାଷ୍ଟ୍ରୀୟ ମଝି ଆକାଶରେ ଅସୁସ୍ଥ ହେଲେ ପାଇଲଟ: ମସ୍କଟରେ ଜରୁରୀକାଳୀନ ଅବତରଣ କଲା ଇଣ୍ଡିଗୋ ବିମାନ ନୂଆଦିଲ୍ଲୀ: ଦୋହାରୁ ବେଙ୍ଗାଲୁରୁ ଯାଉଥିବା ଇଣ୍ଡିଗୋ ବିମାନ 6E 1302 ଆଜି ସକାଳେ ମସ୍କଟରେ ସୁରକ୍ଷିତ ଜରୁରୀକାଳୀନ ଅବତରଣ କରିଛି। ବିମାନ ମଝି ଆକାଶରେ ପାଇଲଟଙ୍କ ସ୍ୱାସ୍ଥ୍ୟାବସ୍ଥା…