ଆଜିର ଖବର ଭାରତର ପ୍ରଧାନମନ୍ତ୍ରୀଙ୍କ ଆମେରିକା ଗସ୍ତ ସମୟରେ ଭାରତ – ଆମେରିକା ମିଳିତ ବିବୃତ୍ତି ନୂଆଦିଲ୍ଲୀ: ଯୁକ୍ତରାଷ୍ଟ୍ର ଆମେରିକାର ରାଷ୍ଟ୍ରପତି ମାନନୀୟ ଡୋନାଲ୍ଡ ଜେ. ଟ୍ରମ୍ପ ୧୩ ଫେବୃଆରୀ, ୨୦୨୫ରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ୱାଶିଂଟନ ଡିସିରେ ଏକ ସରକାରୀ କାର୍ଯ୍ୟକ୍ରମ…