ଆଜିର ଖବର ଟ୍ବିଟ୍ଟର ସିଇଓଙ୍କ ସହିତ ଟ୍ରମ୍ପଙ୍କ ଆଲୋଚନା ଟ୍ବିଟ୍ଟର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଜ୍ୟାକ୍ ଡର୍ସିଙ୍କ ସହିତ ଆଲୋଚନା କରିଛନ୍ତି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ। ଟ୍ବିଟ୍ଟରରେ କିଛି ବ୍ୟବହାର କାରୀଙ୍କ ସାମ୍ପ୍ରଦାୟିକ ମନୋଭାବ ନେଇ…