ଜାତୀୟ ଖବର ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରେ ଓଡ଼ିଶା ମଣ୍ଡପ,ବରିଷ୍ଠ ପଦାଧିକାରୀଙ୍କ ପରିଦର୍ଶନ ନୂଆଦିଲ୍ଲୀ/ଭୁବନେଶ୍ୱର: ନୂଆଦିଲ୍ଲୀସ୍ଥିତ ପ୍ରଗତି ମୈଦାନରେ ଆୟୋଜିତ ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳାର ଆଜି ସପ୍ତମ ଦିବସ। ନଭେମ୍ବର ୧୪ ତାରିଖଠାରୁ ଆରମ୍ଭ ହୋଇଥିବା ଏହି ବାଣିଜ୍ୟ ମେଳାକୁ…