ଆଜିର ଖବର ରାଜ୍ୟରେ ପାଣିରେ ବୁଡ଼ି ମୃତ୍ୟୁ ରୋକିବା ପାଇଁ ମୁଖ୍ୟ ଶାସନ ସଚିବଙ୍କ ସମୀକ୍ଷା ବୈଠକ ଭୁବନେଶ୍ଵର: ରାଜ୍ୟରେ ବିଭିନ୍ନ ନଦୀ, କେନାଲ, ଜଳାଶୟ ଏବଂ ସମୁଦ୍ର ଆଦିରେ ପାଣିରେ ବୁଡ଼ି ମୃତ୍ୟୁ ଘଟୁଥିବା ଭଳି ଦୁର୍ଘଟଣା ଏକ ଗଭୀର ଚିନ୍ତାଜନକ ବିଷୟ। ପ୍ରତିବର୍ଷ…