ଆଜିର ଖବର ରଘୁବର ଦାସଙ୍କ ବିରୋଧରେ ମାମଲା ରୁଜୁ ରାଞ୍ଚି, 26/12 : ଝାରଖଣ୍ଡର ବିଦାୟୀ ମୁଖ୍ୟମନ୍ତ୍ରୀ ରଘୁବର ଦାସଙ୍କ ବିରୋଧରେ ଏକ ମାମଲା ରୁଜୁ କରାଯାଇଛି । ବର୍ତ୍ତମାନର ମୁଖ୍ୟମନ୍ତ୍ରୀ ରହିଥିବା ହେମନ୍ତ ସୋରେନଙ୍କ ଅଭିଯୋଗ…