ଆଜିର ଖବର ଚିନି ଆମଦାନୀ ନେଇ ସରକାରଙ୍କ ବଡ଼ ନିଷ୍ପତ୍ତି: ଡିସେମ୍ବର ୩୧ ଯାଏଁ ବଢ଼ିଲା ଡେଡ୍ଲାଇନ୍, ଜାଣନ୍ତୁ ଗ୍ରାହକଙ୍କ ଉପରେ କ’ଣ ପଡ଼ିବ ପ୍ରଭାବ ନୂଆଦିଲ୍ଲୀ: ଦେଶର ଚିନି ବଜାରକୁ ନେଇ କେନ୍ଦ୍ର ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ୧୦ ଲକ୍ଷ ଟନ୍ କଞ୍ଚା ଚିନିର ଶୁଳ୍କମୁକ୍ତ ଆମଦାନୀ ପାଇଁ ଧାର୍ଯ୍ୟ…