ଆଜିର ଖବର ‘ଆର୍ଥ ଆୱାର’ ର ୨୦ ବର୍ଷ ପୂର୍ତ୍ତି ପାଳନ ଅବସରରେ ବାଲୁକା କଳା ନିର୍ମାଣ କଲେ ସୁଦର୍ଶନ ପଟ୍ଟନାୟକ ପୁରୀ: ଶନିବାର ଦିନ ବିଶ୍ୱବ୍ୟାପୀ ‘ଆର୍ଥ ଆୱାର’ ର ୨୦ ବର୍ଷ ପୂର୍ତ୍ତି ପାଳିତ ହୋଇଯାଇଛି। ଏହି ଅବସରରେ ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ପୁରୀ…