ଆଜିର ଖବର ଓଡ଼ିଶା ଏବଂ ମେଘାଳୟ ସରକାରଙ୍କ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ବୁଝାମଣା ପତ୍ର ସ୍ୱାକ୍ଷରିତ ଭୁବନେଶ୍ଵର: ପ୍ରାଥମିକ ଶିଶୁ ସେବା, ଶିକ୍ଷା ଓ ବିକାଶ (ECCED) କ୍ଷେତ୍ରକୁ ଅନ୍ତଃ-ରାଜ୍ୟ ସହଯୋଗ ମାଧ୍ୟମରେ ସୁଦୃଢ଼ କରିବା ପାଇଁ ଓଡ଼ିଶା ଏବଂ ମେଘାଳୟ ସରକାରଙ୍କ ମଧ୍ୟରେ…