ଜାତୀୟ ଖବର ଆତ୍ମନିର୍ଭର ଭାରତରେ ଓଡ଼ିଶାକୁ ମିଳିଛି ୧,୬୧୭ କୋଟି ଟଙ୍କା, ମୋଟ ଏକ ଲକ୍ଷ କୋଟି ଟଙ୍କାର ଋଣ ପ୍ରଦାନ ନୂଆଦିଲ୍ଲୀ, କେନ୍ଦ୍ର ସରକାରଙ୍କ ଆତ୍ମନିର୍ଭର ଭାରତ ପ୍ୟାକେଜର ଅଂଶସ୍ୱରୂପ ଆପାତକାଳୀନ ନିଶ୍ଚିତ ଋଣ ଯୋଜନା (ECLGS) କାଯ୍ୟକାରୀ କରାଯାଇଥିଲା। ଏହି ଯୋଜନାରେ ବିଭିନ୍ନ ରାଷ୍ଟ୍ରାୟତ୍ତ ଓ ଘରୋଇ…