ଆଜିର ଖବର PMLA ଅଧୀନରେ ଅଭିଯୁକ୍ତଙ୍କୁ ଗିରଫ କରିପାରିବ ନାହିଁ ଇଡି: ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ନୂଆଦିଲ୍ଲୀ: ଅର୍ଥ ହେରଫେର ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଦ୍ୱାରା ଗିରଫ ହୋଇଥିବା ଘଟଣାରେ ସୁପ୍ରିମକୋର୍ଟ ଆଜି ଏକ ବଡ଼ ମନ୍ତବ୍ୟ ଦେଇଛନ୍ତି। କୋର୍ଟ କହିଛନ୍ତି ଯେ,…