ଆଜିର ଖବର ଓଡିଶା ଆସୁଛନ୍ତି ଇଡି ନିର୍ଦ୍ଦେଶକ ରାହୁଳ ନବୀନ, ବିଭିନ୍ନ ମହଲରେ ପଶିଲାଣି ଛନକା ଭୁବନେଶ୍ବର: ଆସନ୍ତାକାଲି ତିନିଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ବା ଇଡିର ନିର୍ଦ୍ଦେଶକ ରାହୁଳ ନବୀନ। ସେ ଆସନ୍ତାକାଲି ସଂଧ୍ୟାରେ ଭୁବନେଶ୍ବର ବିମାନ ବନ୍ଦରରେ ପହଁଚିବା…