ଆଜିର ଖବର ରାଜ୍ୟରେ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟାରେ ଆସିଥିବା ଅଭିଯୋଗ ନେଇ EdCILର ସ୍ପଷ୍ଟୀକରଣ ଭୁବନେଶ୍ବର: ଓଡ଼ିଶାରେ ଶିକ୍ଷକ ନିଯୁକ୍ତିରେ ଅନିୟମିତତା ନେଇ ଆସିଥିବା ଅଭିଯୋଗରେ EdCILର କୌଣସି ଭୂମିକା ନଥିବା ଜଣାପଡିଛି। ଏକ ପ୍ରେସ ବିଜ୍ଞପ୍ତି ଜାରି କରି EdCIL କହିଛି…