ଆଜିର ଖବର ପ୍ରଶାନ୍ତ ମହାସାଗରରେ ବିପଜ୍ଜନକ ଏଲ ନିନୋ ସକ୍ରିୟ: ଭାରତ ପାଇଁ ସୃଷ୍ଟି କରୁଛି ବଡ଼ ବିପଦ ନୂଆଦିଲ୍ଲୀ: ପ୍ରଶାନ୍ତ ମହାସାଗରରେ ଏକ ଅତ୍ୟନ୍ତ ଶକ୍ତିଶାଳୀ ଏଲ ନିନୋ ଗଠନ ପ୍ରକ୍ରିୟା ଦ୍ରୁତ ଗତିରେ ଘଟୁଛି। ଆମେରିକୀୟ ମହାକାଶ ସଂସ୍ଥା ନାସାର ଏକ ଉପଗ୍ରହ ସମୁଦ୍ର…