ନୂଆଦିଲ୍ଲୀ: ହରିୟାଣା ବିଧାନସଭା ନିର୍ବାଚନର ଫଳାଫଳ ଦେଖି କଂଗ୍ରେସ ଦଳକୁ ବଡ଼ ଝଟକା ଲାଗିଛି। ସବୁଥର ପରି ଦଳର ନେତାମାନେ ଏହି ଫଳାଫଳ ପାଇଁ ପୁଣି ଥରେ…
election commission
ନୂଆଦିଲ୍ଲୀ: ଲୋକସଭା ନିର୍ବାଚନର ଷଷ୍ଠ ପର୍ଯ୍ୟାୟରେ ଦିଲ୍ଲୀର ସମସ୍ତ ସାତୋଟି ଆସନରେ ମତଦାନ ଚାଲିଛି। ଅନେକ ଭିଭିଆଇପି ଲୋକ ଦିଲ୍ଲୀରେ ଭୋଟ୍ ଦେଇଛନ୍ତି। ବୈଦେଶିକ ମନ୍ତ୍ରୀ ଏସ…
ନୂଆଦିଲ୍ଲୀ: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ବିରୋଧରେ ମନ୍ତବ୍ୟ ପାଇଁ ନିର୍ବାଚନ ଆୟୋଗ ବିଜେପି ପ୍ରାର୍ଥୀ ଅଭିଜିତ ଗଙ୍ଗୋପାଧ୍ୟାୟଙ୍କୁ ନିନ୍ଦା କରିଛନ୍ତି। ଏହା ସହିତ ଆଜି ନିର୍ବାଚନ…
ନୂଆଦିଲ୍ଲୀ: ନିର୍ବାଚନ ଆୟୋଗ ଉପରେ ରାଜ୍ୟସଭା ସାଂସଦ କପିଲ ସିବଲ ପ୍ରଶ୍ନ ଉଠାଇଛନ୍ତି। ସେ କହିଛନ୍ତି ଯେ, ୧୧ ଦିନ ପରେ ଆୟୋଗର ୱେବସାଇଟରେ ଭୋଟ୍ ତଥ୍ୟ…
ନୂଆଦିଲ୍ଲୀ: ଆସନ୍ତା ଲୋକସଭା ନିର୍ବାଚନକୁ ଦୃଷ୍ଟିରେ ରଖି ନିର୍ବାଚନ ଆୟୋଗ କହିଛନ୍ତି ଯେ, ମାର୍ଚ୍ଚ ୧ ତାରିଖରୁ ନିର୍ବାଚନ ଅଧିକାରୀମାନେ ପ୍ରତିଦିନ ୧୦୦ କୋଟି ଟଙ୍କା ଜବତ…
ନୂଆଦିଲ୍ଲୀ: ନିର୍ବାଚନ ଆୟୋଗ କାର୍ଯ୍ୟାଳୟ ବାହାରେ ତୃଣମୂଳ କଂଗ୍ରେସର ବିରୋଧ ଜାରି ରହିଛି। କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ), ଏନଆଇଏ, ଇଡି ଏବଂ ଆୟକର ବିଭାଗର ମୁଖ୍ୟଙ୍କ…
ନୂଆଦିଲ୍ଲୀ: ସର୍ବୋଚ୍ଚ ନ୍ୟାୟାଳୟଙ୍କ ଆଦେଶକୁ ପାଳନ କରି ଭାରତୀୟ ଷ୍ଟେଟ୍ ବ୍ୟାଙ୍କ ପକ୍ଷରୁ ଯୋଗାଇ ଦିଆଯାଇଥିବା ନିର୍ବାଚନୀ ବଣ୍ଡ୍ ସଂକ୍ରାନ୍ତ ତଥ୍ୟକୁ ଆଜି ଭାରତୀୟ ନିର୍ବାଚନ ଆୟୋଗ…
ନୂଆଦିଲ୍ଲୀ: ନିର୍ବାଚନ ଆୟୋଗ ଶନିବାର ଲୋକସଭା ନିର୍ବାଚନର ତାରିଖ ଘୋଷଣା କରିଛନ୍ତି। ଏପ୍ରିଲ 19 ରୁ ଜୁନ୍ 1 ତାରିଖ ପର୍ଯ୍ୟନ୍ତ ସମଗ୍ର ଦେଶରେ 7 ଟି…
ନୂଆଦିଲ୍ଲୀ: ୨୦୨୪ ଲୋକସଭା ନିର୍ବାଚନର କାର୍ଯ୍ୟସୂଚୀ ଆସନ୍ତାକାଲି ଘୋଷଣା କରାଯିବ। ନିର୍ବାଚନ ଆୟୋଗ (ଇସି) ଅପରାହ୍ନ ୩ ଟାରେ ନିର୍ବାଚନର କାର୍ଯ୍ୟସୂଚୀ ଘୋଷଣା କରିବେ। ଏହି ସମୟ…
ନୂଆଦିଲ୍ଲୀ: ଗୋଟିଏ ଦିନ ପୂର୍ବରୁ ଅର୍ଥାତ ଆଜି ନିର୍ବାଚନୀ ଚାନ୍ଦା ସମ୍ପର୍କରେ ଏସବିଆଇରୁ ମିଳିଥିବା ତଥ୍ୟକୁ ନିର୍ବାଚନ କମିଶନ ଅପଲୋଡ୍ କରିଛନ୍ତି। ମାର୍ଚ୍ଚ ୧୫ ତାରିଖ ଅପରାହ୍ନ…
ନୂଆଦିଲ୍ଲୀ: ନିର୍ବାଚନ କମିଶନର ପଦରୁ ଅରୁଣ ଗୋୟଲଙ୍କ ଇସ୍ତଫା ଏବଂ ଅନୁପ ଚନ୍ଦ୍ର ପାଣ୍ଡେଙ୍କ ଅବସର ହେତୁ ୨ ଟି ପଦବୀ ଖାଲି ପଡିଛି। ଏହି ଦୁଇଟି…
ନୂଆଦିଲ୍ଲୀ: ଷ୍ଟେଟ ବ୍ୟାଙ୍କ ଅଫ୍ ଇଣ୍ଡିଆ (ଏସବିଆଇ) ଆଜି ନିର୍ବାଚନ ଆୟୋଗଙ୍କୁ ନିର୍ବାଚନୀ ଚାନ୍ଦାର ସମ୍ପୂର୍ଣ୍ଣ ତଥ୍ୟ ପଠାଇଛି। ସୋମବାର ଦିନ ଏସବିଆଇକୁ ସୁପ୍ରିମକୋର୍ଟ ଭର୍ତ୍ସନା କରିଛନ୍ତି…
ନୂଆଦିଲ୍ଲୀ: ନିର୍ବାଚନୀ ଚାନ୍ଦା ଯୋଜନା ବାତିଲ କରିବାକୁ ଆସୋସିଏସନ ଫର ଡେମୋକ୍ରାଟିକ୍ ରିଫର୍ମସ୍ (ଏଡିଆର) ଏବଂ ସିପିଆଇ (ଏମ୍) ସହିତ ସୁପ୍ରିମକୋର୍ଟରେ ଜୟା ଠାକୁର ଏକ ପିଟିସନ…
ନୂଆଦିଲ୍ଲୀ: ଆସନ୍ତା ଲୋକସଭା ନିର୍ବାଚନ ତାରିଖ ଘୋଷଣା ପୂର୍ବରୁ ନିର୍ବାଚନ କମିଶନର ଅରୁଣ ଗୋୟଲଙ୍କ ଇସ୍ତଫା ନେଇ କଂଗ୍ରେସ କେନ୍ଦ୍ର ଶାସିତ ମୋଦୀ ସରକାରଙ୍କୁ ଟାର୍ଗେଟ କରିଛି।…
ନୂଆଦିଲ୍ଲୀ: ୨୦୨୪ ଲୋକସଭା ନିର୍ବାଚନର ସମ୍ଭାବ୍ୟ ଘୋଷଣା ହେବାର କିଛି ଦିନ ପୂର୍ବରୁ ନିର୍ବାଚନ କମିଶନର ଅରୁଣ ଗୋୟଲ ଶନିବାର ଦିନ ନିଜ ପଦରୁ ଇସ୍ତଫା ଦେଇଛନ୍ତି।…
ନୂଆଦିଲ୍ଲୀ: ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଓ ନିର୍ବାଚନ କମିଶନରଙ୍କ ନିଯୁକ୍ତି ଓ ସେବା ସର୍ତ୍ତାବଳୀକୁ ନିୟନ୍ତ୍ରଣ କରିବା ପାଇଁ ଏକ ବିଲ୍ ଗୁରୁବାର ଲୋକସଭାରେ ପାରିତ…
ନୂଆଦିଲ୍ଲୀ: ଭାରତରେ କରୋନାର ସ୍ଥିତି ସଙ୍ଗୀନ ଥିବା ସମୟରେ ବିହାର ସମେତ ଅନ୍ୟ ରାଜ୍ୟର ଉପନିର୍ବାଚନ ଅନୁଷ୍ଠିତ ହେଉଛି। ଏନେଇ ଆଜି ନିର୍ବାଚନ କମିଶନର ସୁନୀଲ୍ ଅରେରା…
ନୂଆଦିଲ୍ଲୀ : ଦିଲ୍ଲୀ ବିଧାନସଭା ନିର୍ବାଚନ 2020 ପାଇଁ ନିର୍ବାଚନ ପ୍ରଚାର ଶେଷ ହୋଇସାରିଛି। ନିର୍ବାଚନ ଆୟୋଗ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ନୋଟିସ୍ ଜାରି କରିଛନ୍ତି…
ନିର୍ବାଚନ ତାରିଖ ଘୋଷଣା ହୋଇସାରିଥିବାବେଳେ ନିର୍ବାଚନ ପାଇଁ ନିର୍ବାଚନ ଆୟୋଗ ବ୍ୟାପକ ପ୍ରସ୍ତୁତି ମଧ୍ୟ କରିସାରିଛନ୍ତି। ଆସନ୍ତା ଲୋକସଭା ଏବଂ ବିଧାନସଭା ନିର୍ବାଚନରେ ଭୋଟର୍ ଭେରିଫିଏବଲ୍ ପେପର…

