ନିର୍ବାଚନ ଖବର ନିର୍ବାଚନରେ ଶାନ୍ତି ଶୃଙ୍ଖଳା ପାଇଁ ମୁତୟନ ହେବେ କେନ୍ଦ୍ରୀୟ ଏବଂ ରାଜ୍ୟ ସଶସ୍ତ୍ର ବାହିନୀ, ବସିଲା ବୈଠକ ଭୁବନେଶ୍ବର: ରାଜ୍ୟରେ ଆଗାମୀ ସାଧାରଣ ନିର୍ବାଚନ ୨୦୨୪ ପରିପ୍ରେକ୍ଷୀରେ କେନ୍ଦ୍ରୀୟ ସଶସ୍ତ୍ର ବାହିନୀ (ସିଏପିଏଫ୍) ଏବଂ ରାଜ୍ୟ ସଶସ୍ତ୍ର ବାହିନୀ(ଏସ୍ଏପିଏଫ୍) ମୁତୟନ ସଂପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ…