ଖେଳ ସଚିନଙ୍କ ରେକର୍ଡ ଭାଙ୍ଗି ପାରିବେ ଜୋ ରୁଟ୍?: ଆଶ୍ଚର୍ଯ୍ୟଜନକ ଉତ୍ତର ଦେଲେ ଇଂରାଜୀ ଖେଳାଳି ନୂଆଦିଲ୍ଲୀ: ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଜୋ ରୁଟ୍ ଚମତ୍କାର ପ୍ରଦର୍ଶନ କରିଛନ୍ତି। ଜୋ ରୁଟ୍ ଟେଷ୍ଟର ଉଭୟ ଇନିଂସରେ ଶତକ ହାସଲ କରିଛନ୍ତି। ପ୍ରଥମ ଇନିଂସରେ…