ଅପରାଧ ଅର୍ଥ ହେରଫେର ମାମଲାରେ ଚନ୍ଦା କୋଚରଙ୍କ ସ୍ୱାମୀ ଦୀପକଙ୍କୁ ଗିରଫ କଲା ଇଡି ନୂଆଦିଲ୍ଲୀ, ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ଭିଡିଓକନ୍ ଋଣ ମାମଲାରେ ପୂର୍ବତନ ଆଇସିଆଇସିଆଇ ବ୍ୟାଙ୍କର ସିଇଓ ଚନ୍ଦା କୋଚରଙ୍କ ସ୍ୱାମୀ ଦୀପକ କୋଚରଙ୍କୁ ଗିରଫ କରିଛି। ତାଙ୍କୁ ପଚରାଉଚରା…