ଆଜିର ଖବର ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କଲେ ବିଜେପିର ବରିଷ୍ଠ ନେତା ବିଶ୍ବଭୂଷଣ ହରିଚନ୍ଦନ, ଭେଟିଦେଲେ ତାଙ୍କ ଆତ୍ମଜୀବନୀ ପୁସ୍ତକ ସମୀକ୍ଷା ବ୍ୟୁରୋ ଗତକାଲି ବିଜେପିର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ବିଶ୍ବଭୂଷଣ ହରିଚନ୍ଦନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ତାଙ୍କ ବାସଭବନରେ ସାକ୍ଷାତ କରିଛନ୍ତି। ମୋଦୀ ଦ୍ବିତୀୟ…