ଜାତୀୟ ଖବର ଏକାଧିକ ସ୍ୱତନ୍ତ୍ର ଟ୍ରେନକୁ ନିୟମିତ ଏକ୍ସପ୍ରେସରେ ପରିଣତ କଲା ଭାରତୀୟ ରେଳବାଇ ଭୁବନେଶ୍ୱର: ବର୍ଦ୍ଧିତ ଯାତ୍ରୀ ଚାହିଦାକୁ ଦୃଷ୍ଟିରେ ରଖି ଏବଂ ଯାତ୍ରୀମାନଙ୍କୁ ନିରନ୍ତର ଓ ସୁବିଧାଜନକ ଯାତ୍ରା ସେବା ଯୋଗାଇବା ଉଦ୍ଦେଶ୍ୟରେ, ଭାରତୀୟ ରେଳବାଇ ପୂର୍ବରୁ ସ୍ୱତନ୍ତ୍ର (ସ୍ପେଶାଲ୍)…