ଆଜିର ଖବର ଭିଜିଲାନ୍ସ ଜାଲରେ କାରଖାନା ଓ ବଏଲର ବିଭାଗ ସହକାରୀ ନିର୍ଦ୍ଦେଶକ: ଏକକାଳୀନ ୭ଟି ଠିକଣାରେ ଚଢ଼ଉ ସମ୍ବଲପୁର: ଆୟ ବହିର୍ଭୂତ ସମ୍ପତ୍ତି (Disproportionate Assets) ଠୁଳ ଅଭିଯୋଗରେ ସମ୍ବଲପୁରର କାରଖାନା ଓ ବଏଲର ବିଭାଗ (Factories and Boilers) ସହକାରୀ ନିର୍ଦ୍ଦେଶକ ଉମାକାନ୍ତ ସାମନ୍ତରାୟ…