ଆଜିର ଖବର ବ୍ୟାସକବି ଫକୀର ମୋହନ ସେନାପତିଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ ଅବସରରେ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ଭୁବନେଶ୍ୱର: ଓଡ଼ିଶାର ବରପୁତ୍ର ବ୍ୟାସକବି ଫକୀର ମୋହନ ସେନାପତିଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ ଅବସରରେ ଉତ୍କଳ ବିଶ୍ୱବିଦ୍ୟାଳୟ ସମ୍ମୁଖରେ ଥିବା ତାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି…