ଆଞ୍ଚଳିକ ବିଦ୍ୟୁତ ସଂସ୍ପର୍ଶରେ ଆସି ଚାଷୀଙ୍କ ପ୍ରାଣହାନି ସମୀକ୍ଷା ବ୍ୟୁରୋ ସାନଖେମୁଣ୍ଡି : ବିଦ୍ୟୁତ୍ ଆଘାତରେ ସାନଖେମୁଣ୍ଡିର ଜଣେ ଚାଷୀ ପ୍ରାଣ ହରାଇଛନ୍ତି । ସାନଖେମୁଣ୍ଡି ବ୍ଲକ ଅନ୍ତର୍ଗତ ଗଙ୍ଗାପୁର ପଞ୍ଚାୟତର ସନ୍ତୋଷ କୁମାର ପାଢ଼ୀ(55)…