ଆଜିର ଖବର ନାବାଳିକାକୁ ଯୌନ ନିର୍ଯାତନା ଅଭିଯୋଗ: ପୂର୍ବତନ ମୁଖ୍ୟମନ୍ତ୍ରୀ ବିଏସ୍ ୟେଦିୟୁରପ୍ପାଙ୍କ ବିରୋଧରେ ଏଫ୍ଆଇଆର୍ ନୂଆଦିଲ୍ଲୀ: ନାବାଳିକାକୁ ଯୌନ ନିର୍ଯାତନା ଅଭିଯୋଗରେ କର୍ଣ୍ଣାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ବି.ଏସ୍ ୟେଦିୟୁରପ୍ପାଙ୍କ ବିରୋଧରେ ଏଫ୍ଆଇଆର୍ ପଞ୍ଜିକୃତ ହୋଇଛି। ୟେଦିୟୁରପ୍ପାଙ୍କ ବିରୋଧରେ POCSO ଅଧିନିୟମ ଅନୁଯାୟୀ ଏକ…