ଆଜିର ଖବର ଅଗ୍ନି ସୁରକ୍ଷା ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ ଭୁବନେଶ୍ଵର: ଭୁବନେଶ୍ୱର ପ୍ରିୟଦର୍ଶିନୀ ମାର୍କେଟ୍ କମ୍ପ୍ଲେକ୍ସରେ ଘଟିଥିବା ଅଗ୍ନିକାଣ୍ଡ ପରେ ଏହି ଘଟଣାକୁ ଅତ୍ୟନ୍ତ ଗୁରୁତ୍ୱର ସହ ନେଇ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ଏକ…