ଜାତୀୟ ଖବର ଭୁବନେଶ୍ବରରେ ପ୍ରଥମ ବିଶ୍ବ ଓଡିଆ ଭାଷା ସମ୍ମିଳନୀକୁ ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ବର: ଆଜି ଆରମ୍ଭ ହେଲା ଓଡିଆ ଭାଷାର ମହାକୁମ୍ଭ। ଓଡିଆ ଭାଷାର ମହୋତ୍ସବ। ଓଡିଆ ଭାଷାର ଉଲ୍ଲାସର ପର୍ବ। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ବର…