ଆଜିର ଖବର ପଶ୍ଚିମ ଏସିଆର ପରିସ୍ଥିତିକୁ ସାମ୍ବାଦିକ ସମ୍ମିଳନୀ ନୂଆଦିଲୀ: ପଶ୍ଚିମ ଏସିଆର ପରିସ୍ଥିତି ସମ୍ପର୍କରେ ଗଣମାଧ୍ୟମକୁ ଅବଗତ ରଖିବା ପାଇଁ, ଭାରତ ସରକାର ଆଜି ଜାତୀୟ ଗଣମାଧ୍ୟମ କେନ୍ଦ୍ରରେ ଏକ ସାମ୍ବାଦିକ ସମ୍ମିଳନୀ ଡକାଇଥିଲେ। ପେଟ୍ରୋଲିୟମ୍…