ଆଜିର ଖବର ଆତଙ୍କୀଙ୍କୁ ଅର୍ଥନୈତିକ ସହାୟତା ବନ୍ଦ ନକଲେ କାର୍ଯ୍ୟାନୁଷ୍ଠାନ ପାଇଁ ପାକିସ୍ତାନକୁ ଏଫ୍ଏଟିଏଫ୍ର ଚେତାବନୀ ଆତଙ୍କବାଦୀଙ୍କୁ ଆର୍ଥିକ ସହାୟତା କରୁଥିବା ପାକିସ୍ତାନକୁ ଏକ ଶକ୍ତ ଧକ୍କା ଲାଗିଛି। ଫାଇନାନ୍ସିଆଲ ଆକ୍ସନ୍ ଟାସ୍କ ଫୋର୍ସ (ଏଫ୍ଟିଏଫ୍) ପକ୍ଷରୁ ପାକିସ୍ତାନକୁ ଚେତାବନୀ ଦିଆଯାଇଛି। ଯଦି ଆଗାମୀ…