ଆଞ୍ଚଳିକ ଜଗତସିଂହପୁର ପୌରପରିଷଦର ପୂର୍ବତନ ଉପାଧ୍ୟକ୍ଷଙ୍କ ପରଲୋକ ରମେଶ ମହାନ୍ତି ଜଗତସିଂହପୁର: ଜଗତସିଂହପୁର ପୌର ପରିଷଦର ପୂର୍ବତନ ଉପାଧ୍ୟକ୍ଷ ତଥା ପୂର୍ବତନ ଜଗତସିଂହପୁର ବିଜେଡ଼ିର ନଗର ସଭାପତି ରତ୍ନାକର ଲେଙ୍କା(୮୫) ଙ୍କ ର ମଙ୍ଗଳବାର ପରଲୋକ…