ଅନ୍ତରାଷ୍ଟ୍ରୀୟ ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା: ଆଜିଠାରୁ ଶସ୍ତା ହେବ ଅନେକ ସାମଗ୍ରୀ ନୂଆଦିଲ୍ଲୀ: ଆଜି ଭାରତ ପାଇଁ ଏକ ବଡ଼ ଦିନ। କାରଣ ଭାରତ ଏବଂ ୟୁକେ ମଧ୍ୟରେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା (FTA) ଆଜି ଆନୁଷ୍ଠାନିକ ଭାବରେ କାର୍ଯ୍ୟକାରୀ…