ଆଜିର ଖବର ପୋଲିସ ଏନକାଉଣ୍ଟରରେ ଚାରି ନକ୍ସଲଙ୍କ ମୃତ୍ୟୁ ନୂଆଦିଲ୍ଲୀ: ମହାରାଷ୍ଟ୍ରର ଗଢଚିରୋଲିରେ ପୋଲିସ ଏବଂ ନକ୍ସଲମାନଙ୍କ ମଧ୍ୟରେ ହୋଇଥିବା ଏନକାଉଣ୍ଟରରେ ତିନିରୁ ଚାରି ଜଣ ନକ୍ସଲଙ୍କ ମୃତ୍ୟୁ ଘଟିଥିବାର ଖବର ରହିଛି। ଛତିଶଗଡ ସୀମାବର୍ତ୍ତୀ ଅଞ୍ଚଳର…