ବିଶେଷ ଖବର ଆଡଭାନୀଙ୍କୁ ବାଧ୍ୟତାମୂଳକ ଅବସର ଦେଲା ବିଜେପି, ତାଙ୍କ ଆସନରେ ଛିଡା ହେବେ ଅମିତ ସାହା; ଘୋଷଣା ହୋଇଥିବା ୧୮୪ଟି ଆସନରେ କିଛି ବଡ ପରିବର୍ତ୍ତନ ନାହିଁ ସମୀକ୍ଷା ବ୍ୟୁରୋ ଶେଷରେ ଲୌହ ପୁରୁଷ ଲାଲକୃଷ୍ଣ ଆଡଭାନୀଙ୍କୁ ବିଜେପି ଜବଦସ୍ତ ଅବସର କରାଇ ତାଙ୍କ ଟିକେଟ କାଟିଦେଇଛି। ଆଉ ଆଶ୍ଚର୍ଯ୍ୟର କଥା ତାଙ୍କ ପାରଂପାରିକ ଗାନ୍ଧୀନଗର…