ଆଜିର ଖବର ଖଣ୍ଡଗିରିଠାରେ ‘ଗାନ୍ଧି ଶାନ୍ତି କେନ୍ଦ୍ର’ର ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମୀକ୍ଷା ବ୍ୟୁରୋ ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ବରର ଖଣ୍ଡଗିରିଠାରେ ଗାନ୍ଧି ଶାନ୍ତି କେନ୍ଦ୍ରର ଉଦ୍ଘାଟନ କରିଛନ୍ତି। ଯୁବପିଢିଙ୍କୁ ବାପୁଙ୍କ ଅହିଂସା ନୀତି ଓ…