ଆଜିର ଖବର ବାତ୍ୟା ଆଶଙ୍କାରେ ଗଞ୍ଜାମରେ ବନ୍ୟା ଭୟ! ଯେକୌଣସି ମୁହୂର୍ତ୍ତରେ ଖୋଲିପାରେ ଡ୍ୟାମ୍ ଗେଟ୍, ନଦୀକୂଳିଆ ଲୋକଙ୍କୁ ସତର୍କ ସୂଚନା ଗଞ୍ଜାମ: ବଙ୍ଗୋପସାଗରରେ ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷା ଆଶଙ୍କା ମଧ୍ୟରେ ଗଞ୍ଜାମ ଜିଲ୍ଲାକୁ ଘାରିଛି ପୁଣି ବନ୍ୟା ଭୟ। ଲଗାଣ ବର୍ଷା ଯୋଗୁଁ ଜଳଭଣ୍ଡାରଗୁଡ଼ିକରେ ଜଳସ୍ତର…