ଆଜିର ଖବର ପରବର୍ତ୍ତୀ ବିଶ୍ୱକପ୍ ଜିତିବା ପାଇଁ ପ୍ରସ୍ତୁତ ହେଉଛନ୍ତି ଗୌତମ ଗମ୍ଭୀର: ଜାଣନ୍ତୁ କ’ଣ କହିଲେ ମୁଖ୍ୟ ପ୍ରଶିକ୍ଷକ? ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ୍ ଦଳର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀରଙ୍କ ଅନୁଯାୟୀ, ୨୦୨୭ ଦିନିକିଆ ବିଶ୍ୱକପ୍ ପାଇଁ ଭାରତୀୟ ଦଳର ବ୍ଲୁପ୍ରିଣ୍ଟ ୨୦୨୬ ଆଇପିଏଲ୍ ଶେଷ ସୁଦ୍ଧା…