ଅନ୍ତରାଷ୍ଟ୍ରୀୟ ଜର୍ମାନ ଚାନ୍ସେଲର ଭାବରେ ଦାୟିତ୍ୱ ଗ୍ରହଣ ପରେ ଫ୍ରେଡ୍ରିଚ୍ ମର୍ଜଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜର୍ମାନୀର ଫେଡେରାଲ୍ ଚାନ୍ସେଲର ଭାବରେ ଦାୟିତ୍ୱ ଗ୍ରହଣ କରିବା ହେତୁ ଫ୍ରେଡ୍ରିଚ୍ ମର୍ଜଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ଏକ ଏକ୍ସ ପୋଷ୍ଟରେ କହିଛନ୍ତି;…