ଆଜିର ଖବର BRICS ଶିଖରକୁ ନେଇ ବଢ଼ିଲା ଚର୍ଚ୍ଚା! ଭାରତ ପାଇଁ ମହାମଞ୍ଚ ନା କୂଟନୈତିକ ଚ୍ୟାଲେଞ୍ଜ? ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀ ଏବେ ବିଶ୍ୱ କୂଟନୀତିର ଏକ ବଡ଼ କେନ୍ଦ୍ର ପାଲଟିବାକୁ ଯାଉଛି। ସେପ୍ଟେମ୍ବର ୧୨ ଓ ୧୩ ତାରିଖରେ ଭାରତ ମଣ୍ଡପମ୍ରେ ଅନୁଷ୍ଠିତ ହେବ…