ଆଜିର ଖବର ପୁଣି ଥରେ ସୁନା ଏବଂ ରୂପା ମୂଲ୍ୟରେ ବୃଦ୍ଧି: ଜାଣନ୍ତୁ ଆଜିର ଦର ନୂଆଦିଲ୍ଲୀ: ସାରା ଦେଶରେ ଆଜି ସୁନା ଏବଂ ରୂପା ମୂଲ୍ୟରେ ତୀବ୍ର ବୃଦ୍ଧି ଘଟିଛି। ଲଗାତାର ଦୁଇ ଦିନ ଧରି ୭୮,୦୦୦ ଟଙ୍କା ପର୍ଯ୍ୟନ୍ତ ହ୍ରାସ ପାଇବା…