ଆଜିର ଖବର ବାଲୁଗାଁ ଷ୍ଟେସନରେ ଅଘଟଣ, କୋଇଲା ବୋଝେଇ ଟ୍ରେନରେ ଲାଗିଲା ନିଆଁ, ଅଗ୍ନିଶମ ବାହିନୀ ମୁତୟନ ବାଲୁଗାଁ: ଆଜି ଖୋର୍ଦ୍ଧା ନିକଟସ୍ଥ ବାଲୁଗାଁ ଷ୍ଟେସନରେ ଏକ ଅଘଟଣ ଘଟିଛି। ଏକ କୋଇଲା ବୋଝେଇ ମାଲବାହୀ ଟ୍ରେନର ଗୋଟିଏ ବଗିରେ ନିଆଁ ଲାଗିଯାଇଛି। ତେବେ ନିଆଁକୁ…