ଆଜିର ଖବର ଓଡ଼ିଆ ଭାଷାର ବ୍ୟବହାର ପାଇଁ ସରକାରୀ ଅଧିକାରୀମାନଙ୍କ ପାଇଁ ପ୍ରଶିକ୍ଷଣ ଶିବିର ଭୁବନେଶ୍ଵର: ସରକାରୀ କାର୍ଯ୍ୟରେ ଓଡ଼ିଆ ଭାଷାର ବ୍ୟବହାର ପାଇଁ ସରକାରୀ ଅଧିକାରୀମାନଙ୍କ ପାଇଁ ପ୍ରଶିକ୍ଷଣ ଶିବିରର ଆୟୋଜନ କରାଯାଇଛି। ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ…