ଆଜିର ଖବର ଭାରତୀୟ ସେନାରେ ମହିଳା ଅଧିକାରୀମାନଙ୍କୁ ମିଳିଲା ଏକ ସ୍ଥାୟୀ କମିଶନ ନୂଆଦିଲ୍ଲୀ, ପ୍ରତିରକ୍ଷା ମନ୍ତ୍ରଣାଳୟ ଆଜି ଭାରତୀୟ ସେନାରେ ମହିଳା ଅଧିକାରୀମାନଙ୍କୁ ବିଧିବଦ୍ଧ ଭାବେ ପରମାନେଣ୍ଟ କମିଶନ(ପିସି) ପ୍ରଦାନ ପୂର୍ବକ ସରକାରୀ ମଞ୍ଜୁରି ପତ୍ର ଜାରି କରିଛନ୍ତି ।…