ଆଜିର ଖବର ଆସନ୍ତା ସୋମବାରରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ, ଜାଣନ୍ତୁ କାରଣ ଭୁବନେଶ୍ବର: ଆସନ୍ତା ସୋମବାର ଦିନ ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠ ବନ୍ଦ ରହିବ। ଏ ନେଇ ସରକାରଙ୍କ ତରଫରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ବିଜ୍ଞପ୍ତିରେ କୁହାଯାଇଛି…