ଜାତୀୟ ଖବର ରୋଜଗାର ମେଳାରେ ପ୍ରଧାନମନ୍ତ୍ରୀ: ବର୍ଷକ ମଧ୍ୟରେ ଗୁଜରାଟରେ ୩୫ ହଜାର ପଦବୀ ପୂରଣ ପ୍ରତିଶୃତି ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ ବାର୍ତ୍ତା ଜରିଆରେ ଗୁଜରାଟ ରୋଜଗାର ମେଳାରେ ଅଭିଭାଷଣ ପ୍ରଦାନ କରିଛନ୍ତି। ପ୍ରଧାନମନ୍ତ୍ରୀ ବିଭିନ୍ନ ଶ୍ରେଣୀରେ ନିଯୁକ୍ତି…