ଆଜିର ଖବର ବାଲୁଗାଁରୁ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର : ହତ୍ୟା ସନ୍ଦେହ ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ବାଲୁଗାଁ ନିକଟରୁ ଜଣେ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର କରାଯାଇଛି। ମହିଳାଙ୍କୁ କେହି ଦୁର୍ବୃତ ଜାଳିଦେଇଥିବା ସନ୍ଦେହ କରାଯାଉଛି। ଆଜି ସକାଳେ ବାଲୁଗାଁ…