ଜାତୀୟ ଖବର ଫାଶୀଦଣ୍ଡର ବିକଳ୍ପ ପଦ୍ଧତିକୁ ଖାରଜ କଲେ ସୁପ୍ରିମ କୋର୍ଟ: କେନ୍ଦ୍ରକୁ ଦେଲେ ଏହି ପରାମର୍ଶ ନୂଆଦିଲ୍ଲୀ: ସୁପ୍ରିମ କୋର୍ଟ ମୃତ୍ୟୁଦଣ୍ଡ ପାଇଁ ଫାଶୀଦଣ୍ଡର ଏକ ବିକଳ୍ପ ପଦ୍ଧତି ପାଇଁ ଏକ ଆବେଦନକୁ ଖାରଜ କରିଛନ୍ତି। କୋର୍ଟ ଏହି ମାମଲାକୁ କେନ୍ଦ୍ର ସରକାରଙ୍କ ଉପରେ…