ଆଜିର ଖବର ହରିୟାଣାରେ କଂଗ୍ରେସର ପରାଜୟ ପରେ ସହଯୋଗୀ ଦଳର ଆସିଲା ପ୍ରତିକ୍ରିୟା: ଜାଣନ୍ତୁ କ’ଣ କହିଲେ ସଞ୍ଜୟ ରାଉତ? ନୁଆଦିଲ୍ଲୀ: ହରିୟାଣା ବିଧାନସଭା ନିର୍ବାଚନର ଫଳାଫଳ ପରେ ମହାରାଷ୍ଟ୍ରରେ ରାଜନୀତି ତୀବ୍ର ହୋଇଛି। କଂଗ୍ରେସର ପରାଜୟକୁ ନେଇ ଶିବସେନା-ୟୁବିଟି ସାଂସଦ ସଞ୍ଜୟ ରାଉତ ପ୍ରତିକ୍ରିୟା ଦେଇଛନ୍ତି। ସେ…