ଜାତୀୟ ଖବର ହୱାଲା ଜରିଆରେ ଆସିଥିଲା ୯ କୋଟି: ୟାସିନ୍ ମଲିକଙ୍କ ସମେତ ୭ ଜଣଙ୍କ ବିରୋଧରେ ଚାର୍ଜଫ୍ରେମ୍ ନିର୍ଦ୍ଦେଶ ନୂଆଦିଲ୍ଲୀ: କାଶ୍ମୀରର ବିଚ୍ଛିନ୍ନତାବାଦୀ ନେତା ୟାସିନ୍ ମଲିକ ଏବଂ ଅନ୍ୟ ୬ ଜଣ ଅଭିଯୁକ୍ତଙ୍କ ଅସୁବିଧା ଆହୁରି ବଢ଼ିଯାଇଛି। ପାକିସ୍ତାନ ଓ ବିଭିନ୍ନ ଆତଙ୍କବାଦୀ ସଂଗଠନରୁ ହୱାଲା…